1 ଶାମୁୟେଲ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିରେ ଶାଉଲ କହିଲେ, “ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ।” ଆଉ ସେ ହୋମବଳି ଉତ୍ସର୍ଗ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଏଥିରେ ଶାଉଲ କହିଲେ, ଏଠାରେ ମୋʼ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ। Faic an caibideilଓଡିଆ ବାଇବେଲ9 ଏଥିରେ ଶାଉଲ କହିଲେ, ଏଠାରେ ମୋ’ ନିକଟକୁ ସେହି ହୋମବଳି ଓ ସେହି ମଙ୍ଗଳାର୍ଥକ ବଳି ଆଣ। ଆଉ ସେ ହୋମବଳି ଉତ୍ସର୍ଗ କଲେ। Faic an caibideilପବିତ୍ର ବାଇବଲ9 ଶାଉଲ କହିଲେ, “ଏଥର ମୋ’ ପାଇଁ ହୋମବଳି ଓ ମଙ୍ଗଳାର୍ଥକ ବଳି ଆଣ।” ଏବଂ ସେ ନିଜେ ହୋମବଳି ଉତ୍ସର୍ଗ କଲେ। Faic an caibideil |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;