Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା;’ ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଯେବେ ସେମାନେ ଆମ୍ଭମାନଙ୍କୁ କହିବେ, ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ କତିକି ଆସିବା; ତେବେ ଆମ୍ଭେମାନେ ଆପଣା ଆପଣା ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ନିକଟକୁ ଉଠି ଯିବା ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଯଦି ସେମାନେ ଆମ୍ଭମାନଙ୍କୁ କହିବେ, ‘ରହିଥାଅ, ଆମ୍ଭେମାନେ ତୁମ୍ଭମାନଙ୍କ ଆଡ଼କୁ ଆସିବା’, ତେବେ ଆମ୍ଭେମାନେ ନିଜ ନିଜ ସ୍ଥାନରେ ଛିଡ଼ା ହୋଇ ରହିବା, ସେମାନଙ୍କ ଆଡ଼କୁ ଯିବା ନାହିଁ।

Faic an caibideil Dèan lethbhreac




1 ଶାମୁୟେଲ 14:9
5 Iomraidhean Croise  

ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ।” ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।


ମାତ୍ର ‘ଆମ୍ଭମାନଙ୍କ ନିକଟକୁ ଉଠି ଆସ’ ବୋଲି ଯେବେ ସେମାନେ କହିବେ, ତେବେ ଆମ୍ଭେମାନେ ଉଠି ଯିବା; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ; ଆଉ, ଏହା ଆମ୍ଭମାନଙ୍କ ପ୍ରତି ଚିହ୍ନ ହେବ।”


ତେବେ ଯୋନାଥନ କହିଲା, “ଦେଖ, ଆମ୍ଭେମାନେ ସେହି ଲୋକମାନଙ୍କ ଆଡ଼କୁ ଯାଇ ସେମାନଙ୍କ ନିକଟରେ ଆପଣାମାନଙ୍କୁ ଦେଖାଇବା।


Lean sinn:

Sanasan


Sanasan