1 ଶାମୁୟେଲ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Faic an caibideilପବିତ୍ର ବାଇବଲ1 ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। Faic an caibideil |