1 ଶାମୁୟେଲ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’ Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଶାମୁୟେଲ କହିଲେ, ମୁଁ କିରୂପେ ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ। Faic an caibideilଓଡିଆ ବାଇବେଲ2 ତହିଁରେ ଶାମୁୟେଲ କହିଲେ, ମୁଁ କିପରି ଯାଇ ପାରିବି ? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ। ଆଉ ସଦାପ୍ରଭୁ କହିଲେ, ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ। Faic an caibideilପବିତ୍ର ବାଇବଲ2 କିନ୍ତୁ ଶାମୁୟେଲ କହିଲେ, “ଯଦି ମୁଁ ଯାଏ, ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ସଦାପ୍ରଭୁ କହିଲେ, “ବୈଥ୍ଲେହମକୁ ଯାଅ। ତୁମ୍ଭ ସହିତ ଏକ ଛଡ଼ା ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବାକୁ ଆସିଅଛୁ।’ Faic an caibideil |