1 ଶାମୁୟେଲ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Faic an caibideilଓଡିଆ ବାଇବେଲ5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Faic an caibideilପବିତ୍ର ବାଇବଲ5 ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ। Faic an caibideil |
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।