1 ଶାମୁୟେଲ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ। Faic an caibideilଓଡିଆ ବାଇବେଲ3 ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ। Faic an caibideilପବିତ୍ର ବାଇବଲ3 ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏହି ନିୟମ କଲେ। Faic an caibideil |
ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”