1 ଶାମୁୟେଲ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ। Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ। Faic an caibideilପବିତ୍ର ବାଇବଲ1 ଶାଉଲ ଦାଉଦଙ୍କୁ ହତ୍ୟା କରିବା ପାଇଁ ତାଙ୍କର ପୁତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦଙ୍କୁ ବହୁତ ଭଲ ପାଉଥିଲେ। Faic an caibideil |