1 ଶାମୁୟେଲ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଏଲିଙ୍କର ପୁତ୍ରମାନେ ପାପାଧମ ସନ୍ତାନ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Faic an caibideilଓଡିଆ ବାଇବେଲ12 ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ। Faic an caibideilପବିତ୍ର ବାଇବଲ12 ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ। Faic an caibideil |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।