1 ଶାମୁୟେଲ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି । Faic an caibideilଓଡିଆ ବାଇବେଲ8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି। Faic an caibideilପବିତ୍ର ବାଇବଲ8 ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ। Faic an caibideil |