1 ଶାମୁୟେଲ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?” Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି? Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ? Faic an caibideilପବିତ୍ର ବାଇବଲ1 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?” Faic an caibideil |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”