1 ଶାମୁୟେଲ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ। Faic an caibideilଓଡିଆ ବାଇବେଲ2 ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ। Faic an caibideilପବିତ୍ର ବାଇବଲ2 ଯୋନାଥନ ତାଙ୍କ ଉତ୍ତରରେ କହିଲେ, “ତାହା ସତ୍ୟ ହୋଇ ପାରିବ ନାହିଁ। ମୋର ବାପା ମୋତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ସାଧାରଣ କଥା ହୋଇଥାଉ କିମ୍ବା ଗୁରୁତ୍ୱପୂର୍ଣ୍ଣ କଥା ହୋଇଥାଉ, ସେ ସର୍ବଦା ମୋ’ ସହିତ ପରାମର୍ଶ କରନ୍ତି। ମୋତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକୁ ଗ୍ଭହିଁଲେ? ନା! ଏହା ସତ୍ୟ ନୁହେଁ?” Faic an caibideil |