Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ଯୋନାଥନ ଦାଉଦଙ୍କୁ କହିଲା, “ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାହା ଗ୍ଭହିଁବ ମୁଁ ତାହା କରିବାକୁ ପ୍ରସ୍ତୁତ ଅଛି।”

Faic an caibideil Dèan lethbhreac




1 ଶାମୁୟେଲ 20:4
2 Iomraidhean Croise  

ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।


Lean sinn:

Sanasan


Sanasan