1 ଶାମୁୟେଲ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?” Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି? Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ? Faic an caibideilପବିତ୍ର ବାଇବଲ1 ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକୁ ଫେରିଗଲେ। ଦାଉଦ ନୋବକୁ ଗଲେ। ଯାଜକ ଅହୀମେଲକକୁ ଦେଖା କରିବାକୁ ଗଲେ। ଅହୀମେଲକ ଦାଉଦକୁ ଦେଖିବା ପାଇଁ ବାହାରକୁ ଆସିଲେ ଓ ସେ ଭୟରେ ଥରୁଥିଲେ। ଅହୀମେଲକ ଦାଉଦଙ୍କୁ ପଗ୍ଭରିଲେ, “ତୁମ୍ଭେ କାହିଁକି ଏକା ଆସିଛ? ତୁମ୍ଭ ସହିତ ଆଉ କେହି ଆସିଲେ ନାହିଁ କାହିଁକି?” Faic an caibideil |