1 ଶାମୁୟେଲ 22:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Faic an caibideilଓଡିଆ ବାଇବେଲ1 ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ। Faic an caibideilପବିତ୍ର ବାଇବଲ1 ଦାଉଦ ଗାଥ୍ ପରିତ୍ୟାଗ କଲେ। ସେ ସେଠାରୁ ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ। ଦାଉଦର ଭାଇମାନେ ଓ ସମ୍ପର୍କୀୟମାନେ ମଧ୍ୟ ଜାଣିଲେ ଯେ ସେ ଅଦୁଲ୍ଲମରେ ଅଛନ୍ତି। ସେମାନେ ସେଠାକୁ ଦାଉଦକୁ ଦେଖା କରିବାକୁ ଗଲେ। Faic an caibideil |