1 ଶାମୁୟେଲ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା? Faic an caibideilଓଡିଆ ବାଇବେଲ3 ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା ? Faic an caibideilପବିତ୍ର ବାଇବଲ3 ଦାଉଦଙ୍କ ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ କେତେ ଭୟ କରୁଅଛୁ। ଯଦି ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ ଚିନ୍ତା କର କେତେ ଅଧିକ ଭୟ ନ କରିବା?” Faic an caibideil |