Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ପା ମଧ୍ୟରେ କିରୂପେ ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ମୁଁ ଗ୍ଭହିଁ ନ ଥିଲି ତୁମ୍ଭକୁ ମାରିବା ପାଇଁ। ତୁମ୍ଭେ ତୁମ୍ଭର ସ୍ୱଚକ୍ଷୁରେ ଦେଖିଲ। ସଦାପ୍ରଭୁ ତୁମ୍ଭକୁ ଆଜି ଗୁମ୍ଫା ଭିତରେ ମାରିବା ପାଇଁ ସୁଯୋଗ ଦେଇଥିଲେ। କିନ୍ତୁ ମୁଁ ତୁମ୍ଭକୁ ମାରିବାକୁ ଇଚ୍ଛା କଲି ନାହିଁ। ମୋର ତୁମ୍ଭ ପ୍ରତି ଦୟା ଆସିଲା। ମୁଁ କହିଲି, ‘ମୁଁ ମୋର ପ୍ରଭୁଙ୍କୁ ମାରିବି ନାହିଁ। ଶାଉଲ ହେଉଛନ୍ତି ସଦାପ୍ରଭୁଙ୍କଦ୍ୱାରା ବଛା ଯାଇଥିବା ରାଜା।’

Faic an caibideil Dèan lethbhreac




1 ଶାମୁୟେଲ 24:10
10 Iomraidhean Croise  

“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”


Lean sinn:

Sanasan


Sanasan