Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 24:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, ଆମ୍ଭର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର ରବ ? ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଦାଉଦ ଶାଉଲଙ୍କୁ ଏହା କହି ସାରିବା ପରେ ଶାଉଲ କହିଲେ, “ମୋର ପୁତ୍ର ଦାଉଦ, ଏ କ’ଣ ତୁମ୍ଭର କଥା,” ତା'ପରେ ଶାଉଲ କାନ୍ଦିବାକୁ ଆରମ୍ଭ କଲେ, ସେ ଜୋ‌ର୍‌ରେ କାନ୍ଦିଲେ।

Faic an caibideil Dèan lethbhreac




1 ଶାମୁୟେଲ 24:16
13 Iomraidhean Croise  

ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”


ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?


ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।


ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।


ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”


ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”


ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”


Lean sinn:

Sanasan


Sanasan