1 ଶାମୁୟେଲ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ପା ଥିଲା; ପୁଣି ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ପାର ଅନ୍ତର୍ଭାଗରେ ଥିଲେ। Faic an caibideilଓଡିଆ ବାଇବେଲ3 ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ। Faic an caibideilପବିତ୍ର ବାଇବଲ3 ସେହି ବାଟରେ ଥିବା ମେଷଶାଳାରେ ପହଞ୍ଚି ସେଠାରେ ଥିବା ଗୁମ୍ଫା ନିକଟକୁ ଯାଇ ଶାଉଲ ବିଶ୍ରାମ ନେଲେ। ଦାଉଦ ଓ ତା'ର ଲୋକମାନେ ଗୁମ୍ଫାର ଦୂର ପଛରେ ଲୁଚିଥିଲେ। Faic an caibideil |