Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଏସବୁ କଥା ଦ୍ଵାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ପାରୁ ବାହାରି ଆପଣା ପଥରେ ଗଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଦାଉଦ ତାଙ୍କର ଲୋକମାନଙ୍କୁ ଏପରି ଶାଉଲଙ୍କ ପଛରେ ଯିବା ବନ୍ଦ କରିବାକୁ ବାରଣ କଲେ ଏବଂ ତାଙ୍କୁ ବ୍ୟଥା ଅନୁଭବ କରିବା ଏବଂ ସେମାନଙ୍କୁ ଶାଉଲଙ୍କ ବିରୁଦ୍ଧରେ ଯିବା ଅଟକାଇଲେ। ଶାଉଲ ଗୁମ୍ଫାରୁ ବାହାରିଲେ ଓ ସେଠାରୁ ପଥଗମନ କଲେ।

Faic an caibideil Dèan lethbhreac




1 ଶାମୁୟେଲ 24:7
10 Iomraidhean Croise  

ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”


ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।


ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।


ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।


ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”


Lean sinn:

Sanasan


Sanasan