1 ଶାମୁୟେଲ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।” Faic an caibideilପବିତ୍ର ବାଇବଲ (Re-edited) - (BSI)11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା। Faic an caibideilଓଡିଆ ବାଇବେଲ11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା। Faic an caibideilପବିତ୍ର ବାଇବଲ11 କିନ୍ତୁ ମୁଁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମୋତେ ତାଙ୍କଦ୍ୱାରା ବଛା ଯାଇଥିବା ରାଜାଙ୍କୁ ଆଘାତ କରିବାକୁ ନ ଦିଅନ୍ତୁ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ତା'ପରେ ଆମ୍ଭେମାନେ ଯିବା।” Faic an caibideil |
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”