Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ତ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?

Faic an caibideil Dèan lethbhreac

ଓଡିଆ ବାଇବେଲ

16 ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ ?

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତୁମ୍ଭେ ଏହି ଯେଉଁ କଥା କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ମୃତ୍ୟୁଦଣ୍ତ ଦିଆଯିବା ଉଚିତ୍, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ରାଜା ତୁମ୍ଭମାନଙ୍କ ରାଜାଙ୍କୁ ଜଗି ରହିଲ ନାହିଁ। ରାଜାଙ୍କର ବର୍ଚ୍ଛା ଓ ତାଙ୍କ ମୁଣ୍ଡ ନିକଟରେ ଥିବା ଜଳପାତ୍ର ବର୍ତ୍ତମାନ ଦେଖୁଛ।”

Faic an caibideil Dèan lethbhreac




1 ଶାମୁୟେଲ 26:16
11 Iomraidhean Croise  

ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;


ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”


ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”


ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;


ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”


ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”


ଏଥିରେ ଦାଉଦ ଅବ୍‍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।


ଏଥିରେ ଦାଉଦ ଅବୀଶୟକୁ କହିଲେ, “ତାଙ୍କୁ ବିନାଶ କର ନାହିଁ, କାରଣ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ କିଏ ହସ୍ତ ବିସ୍ତାର କରି ନିର୍ଦ୍ଦୋଷ ହୋଇପାରେ?”


Lean sinn:

Sanasan


Sanasan