Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, “ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

22 ତହିଁରେ ଦାଉଦ ଉତ୍ତର ଦେଇ କହିଲେ, ମହାରାଜ, ଏ ବର୍ଚ୍ଛା ଦେଖନ୍ତୁ ! ଯୁବାମାନଙ୍କ ମଧ୍ୟରୁ ଜଣେ ପାର ହୋଇ ଆସି ଏହା ନେଇ ଯାଉ।

Faic an caibideil Dèan lethbhreac

ପବିତ୍ର ବାଇବଲ

22 ଦାଉଦ ଉତ୍ତର ଦେଲେ, “ଏହିଠାରେ ରାଜାଙ୍କର ବର୍ଚ୍ଛା ଅଛି। ତୁମ୍ଭର ଜଣେ ଲୋକକୁ ପଠାଇ ଏହାକୁ ନେଇ ଯାଅ।

Faic an caibideil Dèan lethbhreac




1 ଶାମୁୟେଲ 26:22
2 Iomraidhean Croise  

ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”


ପୁଣି, ସଦାପ୍ରଭୁ ପ୍ରତ୍ୟେକ ମନୁଷ୍ୟକୁ ତାହାର ଧାର୍ମିକତା ଓ ବିଶ୍ୱସ୍ତତା ପ୍ରମାଣେ ଫଳ ଦେଉନ୍ତୁ; ସଦାପ୍ରଭୁ ଆଜି ଆପଣଙ୍କୁ ମୋହର ହସ୍ତରେ ସମର୍ପଣ କଲେ ହେଁ ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବାକୁ ଇଚ୍ଛା କଲି ନାହିଁ।


Lean sinn:

Sanasan


Sanasan