Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଶାଉଲ ପଥ ପାର୍ଶ୍ଵରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ସେନା ଛାଉଣି ସ୍ଥାପନ କଲେ। ଦାଉଦ ପ୍ରାନ୍ତରରେ ଲୁଚିଥିଲେ। ସେ ଅନୁଭବ କଲେ ଯେ, ସେଠାରେ ଶାଉଲ ତାଙ୍କ ପଛେ ପଛେ ଅନୁସରଣ କରିଥିଲେ।

Faic an caibideil Dèan lethbhreac




1 ଶାମୁୟେଲ 26:3
6 Iomraidhean Croise  

ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।


ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।


ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?


ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।


ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”


ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।


Lean sinn:

Sanasan


Sanasan