Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଏଣୁ ଦାଉଦ ଚର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଏଣୁ ଦାଉଦ ଚୋର ପଠାଇ ଶାଉଲ ନିଶ୍ଚୟ ଆସିଅଛନ୍ତି ବୋଲି ଜାଣିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଦାଉଦ ଗୁପ୍ତଚର ପଠାଇ ନିଶ୍ଚୟ ଆସିଛନ୍ତି ବୋଲି ଜାଣିଲେ।

Faic an caibideil Dèan lethbhreac




1 ଶାମୁୟେଲ 26:4
4 Iomraidhean Croise  

“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟୀମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, “ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର।” ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।


ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।


ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।


Lean sinn:

Sanasan


Sanasan