1 ଶାମୁୟେଲ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ; Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ; Faic an caibideilଓଡିଆ ବାଇବେଲ5 ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ; Faic an caibideilପବିତ୍ର ବାଇବଲ5 ଶାମୁୟେଲ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ କହିଲେ, “ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।” ଏବଂ ସେ ଶୋଇଲେ। Faic an caibideil |