Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା ? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ଏହା ପରେ ସଦାପ୍ରଭୁ “ଶାମୁୟେଲ” ବୋଲି ଆଉ ଥରେ ଡାକିଲେ, ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କିହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ ଉତ୍ତର ଦେଲେ, “ହେ ମୋର ପୁତ୍ର, ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।”

Faic an caibideil Dèan lethbhreac




1 ଶାମୁୟେଲ 3:6
6 Iomraidhean Croise  

ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”


ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”


ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”


ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;


ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।


ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”


Lean sinn:

Sanasan


Sanasan