1 ଶାମୁୟେଲ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Faic an caibideilଓଡିଆ ବାଇବେଲ10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ। Faic an caibideilପବିତ୍ର ବାଇବଲ10 ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ। Faic an caibideil |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”