Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା?

Faic an caibideil Dèan lethbhreac

ଓଡିଆ ବାଇବେଲ

16 ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା ?

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତା'ପରେ ସେହି ଲୋକଟି ଏଲିଙ୍କୁ କହିଲା, “ମୁଁ ଏକ ସୈନ୍ୟ ଯିଏ କି ଏବେ ଯୁଦ୍ଧରୁ ଫେରି ଆସିଲି।” ମୁଁ ଆଜି ଯୁଦ୍ଧରୁ ଦୌଡ଼ି ପଳାଇ ଆସିଲି। ତା'ପରେ ଏଲି ତାକୁ ପଗ୍ଭରିଲେ, “ହେ ପୁତ୍ର, କ’ଣ ହେଲା?”

Faic an caibideil Dèan lethbhreac




1 ଶାମୁୟେଲ 4:16
4 Iomraidhean Croise  

ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”


ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”


Lean sinn:

Sanasan


Sanasan