1 ଶାମୁୟେଲ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Faic an caibideilଓଡିଆ ବାଇବେଲ2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Faic an caibideilପବିତ୍ର ବାଇବଲ2 ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।