1 ଶାମୁୟେଲ 5:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ପୁଣି ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା। Faic an caibideilଓଡିଆ ବାଇବେଲ9 ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା। Faic an caibideilପବିତ୍ର ବାଇବଲ9 ପୁଣି ସେମାନେ ତାହା ନେଇଗଲା ପରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ଗାଥ୍ ନଗରକୁ ଭୟ ଓ ଯନ୍ତ୍ରଣାରେ ଆଘାତ କଲା; ପୁଣି ସେ ନଗରସ୍ଥ ସାନ ଓ ବଡ଼ ଉଭୟଙ୍କୁ ସେ କ୍ଳେଶ ଦେଲେ ଓ ସେମାନଙ୍କଠାରେ ଅର୍ଶରୋଗ ବାହାରିଲା। Faic an caibideil |