1 ଶାମୁୟେଲ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପୀରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବୈଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Faic an caibideilଓଡିଆ ବାଇବେଲ11 ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ। Faic an caibideilପବିତ୍ର ବାଇବଲ11 ଇସ୍ରାଏଲୀୟମାନେ ମିସ୍ପୀରୁ ପଲେଷ୍ଟୀୟଙ୍କୁ ଅନୁଧାବନ କଲେ। ସେମାନେ ବୈଥ୍-କର ପର୍ଯ୍ୟନ୍ତ ସେମାନଙ୍କୁ ଅନୁଧାବନ କଲେ। ସେମାନେ ପଲେଷ୍ଟୀୟ ସୈନ୍ୟମାନଙ୍କୁ ସେହି ରାସ୍ତାରେ ହତ୍ୟା କଲେ। Faic an caibideil |