1 ଶାମୁୟେଲ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସିନ୍ଦୁକ କିରୀୟଥ୍-ଯିୟାରୀମରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Faic an caibideilଓଡିଆ ବାଇବେଲ2 ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ। Faic an caibideilପବିତ୍ର ବାଇବଲ2 ସଦାପ୍ରଭୁଙ୍କ ସିନ୍ଦୁକ କିରିୟଥ୍-ଯିୟାରୀମରେ କୋଡ଼ିଏ ବର୍ଷ ରହିଲା। ଇସ୍ରାଏଲର ସମସ୍ତ ଲୋକମାନେ ପୁନର୍ବାର ସଦାପ୍ରଭୁଙ୍କୁ ଅନୁସରଣ କରିବା ଆରମ୍ଭ କଲେ। Faic an caibideil |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”