Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ ।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ।

Faic an caibideil Dèan lethbhreac




1 ଶାମୁୟେଲ 8:1
9 Iomraidhean Croise  

ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା।


ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।


ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।


ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।


ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।


ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।


Lean sinn:

Sanasan


Sanasan