Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ଵିତୀୟର ନାମ ଅବୀୟ; ଏମାନେ ବେରଶେବାରେ ବିଚାରକର୍ତ୍ତା ଥିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍‍ଶେବାରେ ବିଚାରକର୍ତ୍ତା ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେ‌ର୍‌ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ।

Faic an caibideil Dèan lethbhreac




1 ଶାମୁୟେଲ 8:2
7 Iomraidhean Croise  

ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍‍ଶେବାକୁ ଗଲେ ଓ ଅବ୍ରହାମ ବେର୍‍ଶେବାରେ ବାସ କଲେ।


ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‌ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


ଶଲ୍ଲୁମ୍‍ ହିଲ୍‍କୀୟକୁ ଜାତ କଲା, ହିଲ୍‍କୀୟ ଅସରୀୟକୁ ଜାତ କଲା;


ଶାମୁୟେଲଙ୍କର ସନ୍ତାନ; ପ୍ରଥମଜାତ ଯୋୟେଲ ଓ ଦ୍ୱିତୀୟ ଅବୀୟ।


ସେ ଯିଷ୍‍ହରିର ପୁତ୍ର, ସେ କହାତର ପୁତ୍ର, ସେ ଲେବୀର ପୁତ୍ର, ସେ ଇସ୍ରାଏଲର ପୁତ୍ର।


ମାତ୍ର ବେଥେଲ୍‍ର ଅନ୍ଵେଷଣ କର ନାହିଁ, କିଅବା ଗିଲ୍‍ଗଲ୍‍ରେ ପ୍ରବେଶ କର ନାହିଁ ଓ ବେର୍‍ଶେବାକୁ ଯାଅ ନାହିଁ; କାରଣ ଗିଲ୍‍ଗଲ୍‍ ନିଶ୍ଚୟ ନିର୍ବାସିତ ହେବ ଓ ବେଥେଲ୍‍ ବିନଷ୍ଟ ହେବ।


Lean sinn:

Sanasan


Sanasan