1 ଶାମୁୟେଲ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ। Faic an caibideilଓଡିଆ ବାଇବେଲ3 ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ। Faic an caibideilପବିତ୍ର ବାଇବଲ3 ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ। Faic an caibideil |