1 ଶାମୁୟେଲ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Faic an caibideilଓଡିଆ ବାଇବେଲ7 ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି। Faic an caibideilପବିତ୍ର ବାଇବଲ7 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। Faic an caibideil |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”