1 ଶାମୁୟେଲ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। Faic an caibideilଓଡିଆ ବାଇବେଲ3 ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠି ଯାଅ। Faic an caibideilପବିତ୍ର ବାଇବଲ3 ଏକଦା ଶାଉଲଙ୍କ ପିତାଙ୍କର ଗଧସବୁ ହଜିଗଲେ। ତେଣୁ କୀଶ୍ ଶାଉଲକୁ କହିଲେ, “ତୁମ୍ଭେ ଗ୍ଭକରମାନଙ୍କ ମଧ୍ୟରୁ ଜଣକୁ ନେଇ ଗଧମାନଙ୍କର ସନ୍ଧାନ ନିଅ।” Faic an caibideil |
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’