1 ଶାମୁୟେଲ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ। Faic an caibideilଓଡିଆ ବାଇବେଲ5 ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, ଆସ ଆମ୍ଭେମାନେ ଫେରି ଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ। Faic an caibideilପବିତ୍ର ବାଇବଲ5 ଶେଷରେ ସେମାନେ ସୂଫ ସହରକୁ ଆସିଲେ। ତା'ପରେ ଶାଉଲ ତାଙ୍କର ଗ୍ଭକରକୁ କହିଲେ, “ଗ୍ଭଲ! ଆମ୍ଭେ ଫେରିଯିବା, ଆମ୍ଭମାନଙ୍କର ବାପା ଗଧମାନଙ୍କ ପରିବର୍ତ୍ତେ ଆମ୍ଭମାନଙ୍କ ପାଇଁ ବ୍ୟସ୍ତ ହେଉଥିବେ।” Faic an caibideil |
ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’