Biblia Todo Logo
Bìoball air-loidhne

- Sanasan -




1 ଶାମୁୟେଲ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ଵରଙ୍କ ଲୋକଙ୍କୁ ତାହା ଦେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ପୁନ୍ନରାୟ ଗ୍ଭକର କହିଲା, “ଦେଖ, ମୋ’ ପାଖରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି। ଆସ ପଇସାକୁ ଆମ୍ଭେ ପରମେଶ୍ୱରଙ୍କର ଲୋକମାନଙ୍କୁ ଦେବା। ତା'ପରେ ତାଙ୍କ କଥା ଅନୁସାରେ ଆମ୍ଭେ ସେ ସ୍ଥାନକୁ ଯିବା।”

Faic an caibideil Dèan lethbhreac




1 ଶାମୁୟେଲ 9:8
3 Iomraidhean Croise  

ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”


ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”


ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”


Lean sinn:

Sanasan


Sanasan