୧ ଥେସଲନୀକୀୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। Faic an caibideilଓଡିଆ ବାଇବେଲ1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ । Faic an caibideilପବିତ୍ର ବାଇବଲ (CL) NT (BSI)1 ପାଉଲ, ସିଲ୍ୱାନ ଓ ତୀମଥିଙ୍କ ନିକଟରୁ ଥେସଲନିକାରେ ଥିବା ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଶ୍ୱାସୀ ମଣ୍ଡଳୀକୁ ଏହି ପତ୍ର। ପିତା ଈଶ୍ୱର ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରଦତ୍ତ ହେଉ। Faic an caibideilପବିତ୍ର ବାଇବଲ1 ପାଉଲ, ସିଲ୍ୱାନ୍ ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ। Faic an caibideil |