୧ ଥେସଲନୀକୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, Faic an caibideilପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭେମାନେ ବହୁ କ୍ଳେଶଭୋଗ ମଧ୍ୟରେ ପବିତ୍ର ଆତ୍ମାଙ୍କ ଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, Faic an caibideilଓଡିଆ ବାଇବେଲ6 ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, Faic an caibideilପବିତ୍ର ବାଇବଲ (CL) NT (BSI)6 ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ। Faic an caibideilପବିତ୍ର ବାଇବଲ6 ଏବେ ତୁମ୍ଭେମାନେ ମଧ୍ୟ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହୋଇ ଯାଇଛ। ଅତ୍ୟଧିକ କଷ୍ଟ ପାଇଲା ପରେ ମଧ୍ୟ ତୁମ୍ଭେମାନେ ସେହି ଶିକ୍ଷାକୁ ଆନନ୍ଦରେ ଗ୍ରହଣ କରିଛ। ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି। Faic an caibideil |