Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 4:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ଵାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ଵନା ଦିଅ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

18 ଏହି ସବୁ କଥା ଶୁଣାଇ ତୁମ୍ଭେମାନେ ପରସ୍ପରକୁ ଉତ୍ସାହିତ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ଏବଂ ଆମ୍ଭେ ପ୍ରଭୁଙ୍କ ସହିତ ସବୁ ଦିନ ପାଇଁ ରହିବୁ। ଅତଏବ ଏହିସବୁ କଥା କହି ପରସ୍ପରକୁ ସାନ୍ତ୍ୱନା ଦିଅ।

Faic an caibideil Dèan lethbhreac




୧ ଥେସଲନୀକୀୟ 4:18
9 Iomraidhean Croise  

ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,


କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”


ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।


କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


Lean sinn:

Sanasan


Sanasan