୧ ଥେସଲନୀକୀୟ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ଵନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ। Faic an caibideilଓଡିଆ ବାଇବେଲ11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ । Faic an caibideilପବିତ୍ର ବାଇବଲ (CL) NT (BSI)11 ତେଣୁ ବର୍ତ୍ତମାନ ଯେପରି କରୁଛ, ଠିକ୍ ସେହିପରି ପରସ୍ପରକୁ ଉତ୍ସାହିତ ଓ ସାହାଯ୍ୟ କରୁଥାଅ। Faic an caibideilପବିତ୍ର ବାଇବଲ11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ। Faic an caibideil |