୧ ଥେସଲନୀକୀୟ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ-ହୀନମାନଙ୍କୁ ସାନ୍ତ୍ଵନା ଦିଅ, ଦୁର୍ବଳମାନଙ୍କ ତତ୍ତ୍ଵ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ । Faic an caibideilଓଡିଆ ବାଇବେଲ14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ । Faic an caibideilପବିତ୍ର ବାଇବଲ (CL) NT (BSI)14 ଭାଇମାନେ, ତୁମ୍ଭମାନଙ୍କୁ ଆମର ଅନୁରୋଧ; ନିଷ୍କର୍ମାମାନଙ୍କୁ ସତର୍କ କରିଦିଅ, ଭୀରୁମାନଙ୍କୁ ଉତ୍ସାହିତ କର, ଦୁର୍ବଳମାନଙ୍କୁ ସାହାଯ୍ୟ କର ଓ ସମସ୍ତଙ୍କ ପ୍ରତି ସହନଶୀଳ ହୁଅ। Faic an caibideilପବିତ୍ର ବାଇବଲ14 ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ। Faic an caibideil |