୧ ଥେସଲନୀକୀୟ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା। Faic an caibideilପବିତ୍ର ବାଇବଲ (Re-edited) - (BSI)6 ଅତଏବ ଆସ, ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉ। Faic an caibideilଓଡିଆ ବାଇବେଲ6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା । Faic an caibideilପବିତ୍ର ବାଇବଲ (CL) NT (BSI)6 ତେଣୁ ଆମେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହୋଇ ଜାଗ୍ରତ ଓ ସଚେତନ ହୋଇ ରହିବା। Faic an caibideilପବିତ୍ର ବାଇବଲ6 ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। Faic an caibideil |