୧ ଥେସଲନୀକୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ଵାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ। Faic an caibideilଓଡିଆ ବାଇବେଲ8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ । Faic an caibideilପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଆମେ ଦିବସର ସନ୍ତାନ ଓ ସଦା ସଚେତନ। ଆସ, ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରିବା ଓ ପରିତ୍ରାଣର ଭରସାରୂପ ଶିରସ୍ତ୍ରାଣ ମସ୍ତକରେ ଦେବା। Faic an caibideilପବିତ୍ର ବାଇବଲ8 କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର। Faic an caibideil |