୧ ତୀମଥି 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; Faic an caibideilପବିତ୍ର ବାଇବଲ (Re-edited) - (BSI)13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି; Faic an caibideilଓଡିଆ ବାଇବେଲ13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; Faic an caibideilପବିତ୍ର ବାଇବଲ13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। Faic an caibideil |