୧ ତୀମଥି 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। Faic an caibideilପବିତ୍ର ବାଇବଲ (Re-edited) - (BSI)15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। Faic an caibideilଓଡିଆ ବାଇବେଲ15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ । Faic an caibideilପବିତ୍ର ବାଇବଲ (CL) NT (BSI)15 ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ପୃଥିବୀକୁ ଆସିଥିଲେ, ଏହା ଗୋଟିଏ ନିରାଟ ସତ୍ୟ - ସମସ୍ତେ ଏହାକୁ ପୂର୍ଣ୍ଣ ମାତ୍ରାରେ ଉପଲବ୍ଧି କରିବା ଆବଶ୍ୟକ। ସେହି ପାପୀମାନଙ୍କ ମଧ୍ୟରେ ମୁଁ ସମସ୍ତଙ୍କଠାରୁ ଅଧମ। Faic an caibideilପବିତ୍ର ବାଇବଲ15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। Faic an caibideil |