୧ ତୀମଥି 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ। Faic an caibideilଓଡିଆ ବାଇବେଲ10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । Faic an caibideilପବିତ୍ର ବାଇବଲ (CL) NT (BSI)10 ସତ୍କର୍ମ ଦ୍ୱାରା ନିଜର ଧର୍ମପରାୟଣତାର ପରିଚୟ ଦିଅନ୍ତୁ। Faic an caibideilପବିତ୍ର ବାଇବଲ10 ଭଲ କାମ କରିବା ଦ୍ୱାରା ନିଜକୁ ସୁନ୍ଦର ଭାବେ ସୁଶୋଭିତ କରନ୍ତୁ। ପରମେଶ୍ୱରଙ୍କ ଉପାସନା କରୁଛୁ ବୋଲି କହୁଥିବା ସ୍ତ୍ରୀଲୋକେ ନିଜକୁ ଏହିରୂପରେ ସୁନ୍ଦର ଭାବେ ସଜାଇବା ଆବଶ୍ୟକ। Faic an caibideil |