୧ ତୀମଥି 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ। Faic an caibideilଓଡିଆ ବାଇବେଲ11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ । Faic an caibideilପବିତ୍ର ବାଇବଲ (CL) NT (BSI)11 ନାରୀମାନେ ନୀରବରେ ନମ୍ର ଭାବରେ ଶିକ୍ଷା କରିବା ଉଚିତ। Faic an caibideilପବିତ୍ର ବାଇବଲ11 ଜଣେ ସ୍ତ୍ରୀଲୋକ ନୀରବ ଭାବରେ ଶୁଣି ଶିକ୍ଷା ଗ୍ରହଣ କରୁ ଓ ତାହାର ବାଧ୍ୟ ହେଉ। Faic an caibideil |